ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀଙ୍କ ସଫଳତା

(ଗଞ୍ଜାମ ଜିଲ୍ଲା ବିରୋ ଚି଼ଫ ଶରତ ଚନ୍ଦ୍ର ନନ୍ଦ ଙ୍କ ରିପୋର୍ଟ 

ବ୍ରହ୍ମପୁର :ମୋ ନିୟୁଜ ଓଡିଶା ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ବ୍ରହ୍ମପୁର ନୀଳକଣ୍ଠ ନଗର  ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରକୁ ମିଳିଛି ସଫଳତା l  ମାଟ୍ରିକ ପରୀକ୍ଷା ଫଳ -ଚଳିତ ବର୍ଷ ଶତ ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହେଲେ ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ଛାତ୍ରଛାତ୍ରୀ ।

 ସ୍କୁଲ ର ପାଠପଢା ଶୈଳୀ ବେଶ୍ ଉଚ୍ଚକୋଟୀର  - ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଛାତ୍ର ।

Post a Comment

Previous Post Next Post