ଛତ୍ରପୁର ଠାରେ ନବ ନିଯୁକ୍ତ କନିଷ୍ଟ ସହାୟକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମ, ଯୋଗଦେଲେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ

ମୋ ନିୟୁଜ ଓଡିଶା ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ବୁଧବାର ସକାଳ 11.30 ମିନିଟ ସମୟରେ ଜିଲ୍ଲାର ନବ ନିଯୁକ୍ତ କନିଷ୍ଠ ସହାୟକ ମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଗଞ୍ଜାମ ଜିଲ୍ଲାର ୧୬୯ ଜଣ ନବ ନିଯୁକ୍ତ କନିଷ୍ଠ ସହାୟକ ମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି।

ନବ ନିଯୁକ୍ତ କନିଷ୍ଠ ସହାୟକ ମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଥିବା ବେଳେ ସମସ୍ତ ନବ ନିଯୁକ୍ତି କନିଷ୍ଠ ସହାୟକ ମାନେ ନିଜ ନିଜ ଦାୟିତ୍ୱ କୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ଆହ୍ୱାନ ଦେଇଥିଲେ। କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ l

Post a Comment

Previous Post Next Post