ଆର,ଉଦୟଗିରି ମୋ ନିୟୁଜ ଓଡିଶା :2/11(ମନୋଜ କୁମାର ପାଢୀ)ଗଜପତି ଜିଲ୍ଲା ଅଡବା ଥାନା ପକ୍ଷରୁ ମାଣ୍ଡିମେରା ଗ୍ରାମ ପଞ୍ଚାୟତ କାଲେପଙ୍କା ଗାଁ ନିକଟସ୍ଥ ଜଙ୍ଗଲ ଜମି ରେ ବେଇଆଇନ୍ ଭାବେ ଚାଷ କରାଯାଇଥିବା ୨୭ ଏକର ଗଞ୍ଜେଇ ଗଛ ନଷ୍ଟ କରାଯାଇଥିବା ୫୪ ହଜାର ଗଛ ନଷ୍ଟ କରାଯାଇଥିବା ବେଳେ ଆନୁମାନିକ ବଜାର ଦର ୫ କୋଟି ରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଆଜି ସନ୍ଧ୍ୟା ୬ ଘଣ୍ଟ ସମୟରେ ସୂଚନା ଦେଇଛନ୍ତି ଅଡବା ଥାନା ଅଧିକାରୀ । ଏହି ଚଢ଼ାଉ ରେ ୭ ପ୍ଲାଟୁନ୍ ପୋଲିସ, ଅବକାରୀ ବିଭାଗ, ରାଜସ୍ବ ବିଭାଗ ଓ ବନ ବିଭାଗ ର କର୍ମଚାରୀ ଙ୍କ ମିଳିତ ରେ ଚଢ଼ାଉ କରାଯାଇଥିଲା।
Tags:
ଆଞ୍ଚଳିକ


