ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ବେରୁଆଁ ବାଡ଼ି ପଂଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶସ୍ମିତା ଶତପଥୀ, କୋଦଳା ଥାନା ଅଧିକାରୀ ଶୁବାସ ବେହେରା,ସି ଡ଼ି ପି ଓ ନୀଳିମା ଟପୋ, ସରପଞ୍ଚ ପ୍ରତିମା କୁମାରୀ ପାଢ଼ୀ , ସମିତି ସଭ୍ୟା ବ୍ରଜ ସୁନ୍ଦର ସାହୁ , କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ବାଡତିଆ ,ବି ଭି ଓ ଭବାନୀଶଙ୍କର ତ୍ରିପାଠୀ, ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଗ୍ରାମ୍ୟ ଉର୍ନ୍ନୟନ କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ବେହେରା,ଅଧିକ୍ଷଣ ଯନ୍ତ୍ରୀ ଭି ଶଙ୍କର ରାଓ ,ଯୋଗାଣ ଅଧିକାରୀ ବାଦଲ କୁମାର ବେହେରା ଏ ବି ଓ ଜୋର୍ତିମଇ ନନ୍ଦ , ଡବ୍ଲୁ ଇ ଓ ସ୍ଵାଗତିକା ରାଉତ,କୃଷି ଅଧିକାରୀ ରାମଲାଲ ସାମଦ , ଵି ପି ସି ଚନ୍ଦ୍ର ଶେଖର ବେହେରା, ବି ଏଲ ସି ଦେବରାଜ ବେହେରା, ବି ପି ଏମ ଗ୍ୟାନ ରଞ୍ଜନ ରାଉତ ଏ ପି ଓ ରଞ୍ଜନ କୁମାର ନାହାକ , ଵି ପି ସି ବୃନ୍ଦାବନ ସାହୁ ,ଟି ପି ସୋ ଡ଼ି ଲ ଯନ୍ତ୍ରୀ ଆଦିତ୍ୟ ପ୍ରସାଦ ଚୌଧୁରୀ, କ୍ଷୁଦ୍ର ଜଳ ସେଚନ ଯନ୍ତ୍ରୀ ସ୍ମୃତି ରେଖା ନାୟକ,ପି ଇ ଓ ସୁଦାମ ପ୍ରଧାନ , ଉଦ୍ୟାନ ଅଧିକାରୀ ସୁଭାଶିଷ ପାତ୍ର ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ଅଭିଯୋଗ ଶୁଣାଣୀ କରିଥିଲେ । ବ୍ଲକ କର୍ମଚାରୀ, ପଂଚାୟତ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ସମୁଦାୟ 12 ଗୋଟି ଅଭିଯୋଗ ହୋଇଥିଲା । ସେଥିମଧ୍ୟରୁ ଜମି ପଟା 2 ରାସନ କାର୍ଡ,7ରୋଡ଼ 1 ଭତା 1, ପି ଏମ କିସାନ 1 ଅଭିଯୋଗ ହୋଇଥିଲା। ଅପରାହ୍ନ 1 ଘଣ୍ଟ ସମୟରେ ଶେଷ ହୋଇଥିଲା ।


