ଢ଼ଉଗାଁ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ


ଧରାକୋଟ,୨୨ /୦୮/୨୦୨୬ - ଧରାକୋଟ ବ୍ଲକର ଢଉଗାଁ ପଞ୍ଚାୟତ କାର୍ଯ୍ୟାଳୟ ରେ ୫୮ ଜଣ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ସରପଞ୍ଚ ଶ୍ରୀମତୀ ମନୁ ପାତ୍ର,ସାଂସଦ ପ୍ରତିନିଧି ମୁନା ପ୍ରଧାନ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଜସୋବନ୍ତୀ ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ । ରାଜ୍ଯ ସରକାର ଙ୍କ ସାମାଜିକ ସୁରକ୍ଷା ବିଭାଗ ତରଫରୁ ଏହି ହିତାଧିକାରୀ ମନଙ୍କୁ ତିନି ମାସର ତିନି ହଜାର ଟଙ୍କା ଲେଖାଏଁ ଅର୍ଥ ମଞ୍ଜୁର କରାଯାଇଥିବାରୁ ହିତାଧିକାରୀ ମନଙ୍କ ମଧ୍ୟରେ ସନ୍ତୋଷ ପ୍ରକାଶ ପାଇଛି ।

ଧରାକୋଟରୁ ଶଙ୍କର ପାଣିଗ୍ରାହୀଙ୍କ ରିପୋର୍ଟ

             ମୋ ନିଯୁଜୁ ଓଡିଶା

Post a Comment

Previous Post Next Post